Delivery included to the United States

Aparapara

Aparapara

Paperback (17 Mar 2021) | Oriya

  • $15.54
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

"ଅପରାପର" କବିତା ରୂପରେ ଏକ ଚେତନା, ଏକ ସ୍ବର, ଶିହରଣ । ଏ ତିନି ସ୍ତରର, ଚାରି ପାଖରେ ଆଖି ଆଗରେ ଘଟୁଥିବା ସ୍ଥୂଳ ବାସ୍ତବତା ତ କେତେବେଳେ ଆଖି କୁ ଦିଶୁ ନ ଥିବା ସୂକ୍ଷ୍ମ ଅବବୋଧ, ଯାହା ଖାଲି ଅନୁଭବ କରି ହୁଏ, କହି ହୁଏ ନାହିଁ । ଆଉ ଗୋଟିଏ ସ୍ତର ହେଲା ଅର୍ଦ୍ଧ ଜାଗ୍ରତ ଅର୍ଦ୍ଧ ସୁପ୍ତ ଅବସ୍ଥା । ଏ କବିତା ତିନି ସ୍ତରକୁ ଛୁଇଁବାକୁ ଚେଷ୍ଟା କରିଛି । ଏ କେତେବେଳେ ଲୌକିକତା ରେ ଛନ୍ଦା ତ କେତେବେଳେ ଅଲୌକିକତା ରେ ବନ୍ଧା । ପ୍ରତି କବିତା ଲେଖିଲା ବେଳେ ମୁଁ ଅନୁଭବ କରିଛି କିଛି ଅଲୌକିକ ଆଚ୍ଛନ୍ନତା ।


"ଅ" ଗୋଟିଏ ଶକ୍ତିଶାଳୀ ଅକ୍ଷର, ଓଁକାର ର ପ୍ରଥମ ଅକ୍ଷର । ଏ ଅକ୍ଷର କରିପାରେ ଅସମ୍ଭବ କୁ ସମ୍ଭବ ଓ ସମ୍ଭବ କୁ ଅସମ୍ଭବ । ଏ ବହିର ପ୍ରତ୍ୟେକ କବିତା "ଅ" କାର ରେ ଆରମ୍ଭ । ଆଶା ଏ ପାଠକଙ୍କୁ ଆଛନ୍ନ କରି ରଖିବ ।

Book information

ISBN: 9781645601760
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 110
Weight: 150g
Height: 216mm
Width: 140mm
Spine width: 7mm