Delivery included to the United States

Manoj Kumar Panda Galpa Samagra

Manoj Kumar Panda Galpa Samagra

Paperback (07 Sep 2022) | Oriya

  • $28.29
Add to basket

Includes delivery to the United States

10+ copies available online - Usually dispatched within 7 days

Publisher's Synopsis

ଉଭୟ ଆଙ୍ଗିକ ଓ ଆମ୍]ôିକ କ୍ଷେତ୍ରରେ ଉତ୍ତର ଅଶୀ ଓଡ଼ିଆ ଗଳ୍ପ ବିବିଧତାର ଏକ ସନ୍ଧିକ୍ଷଣ । ଗାଳ୍ପିକ ମନୋଜ କୁମାର ପଂଡ଼ା ଏହି ସନ୍ଧିକ୍ଷଣର ଜଣେ ପ୍ରତିଶୃତିବଦ୍ଧ ଗଳ୍ପକାର । ଏ ସମୟରେ ଆଙ୍ଗିକ କ୍ଷେତ୍ରରେ ପରିକ୍ଷା-ନିରୀକ୍ଷା କରୁଥିବା ଗାଳ୍ପିକମାନଙ୍କ ମଧ୍ୟରେ ସେ ଜଣେ ନୂତନ ଟ୍ରେଣ୍ଡ୍ ସେଟର୍ । ଶୈଳୀ ହିଁ ତାଙ୍କୁ ଆଣିଦେଇଛି ଉଭୟ ପ୍ରସିଦ୍ଧି ଓ ସମ୍ମାନ । ଜାତୀୟ ତଥା ଆନ୍ତର୍ଜାତୀୟ ଗଳ୍ପ ସହ ଓଡ଼ିଆ ଗଳ୍ପକୁ ସମକକ୍ଷ କରିବାର ମନୋବୃତ୍ତି ରଖିଥିବାର ଗାଳ୍ପିକଟିଏ ଶ୍ରୀ ପଂଡା । ସ୍ୱାଧୀନ ଚିନ୍ତା ସହ ବେବାକ୍ ଉପସ୍ଥାପନା ତାଙ୍କ ବୈଶିଷ୍ଟ୍ୟ । ସେ ଦୃଷ୍ଟିରୁ ୧୯୮୦ ପରବର୍ତ୍ତୀ ଓଡ଼ିଆ ଗଳ୍ପର ସ୍ୱରୂପ ତଥା ପ୍ରସାରତାକୁ ଅବବୋଧ କରିବାକୁ ହେଲେ ତାଙ୍କ ଗଳ୍ପସମୂହ ନିତାନ୍ତ ପଠନୀୟ । ଶେଷରେ ଏତିକି କୁହାଯାଇପାରେ ତୁଳନାମ୍]ôକ ଦୃଷ୍ଟିକୋଣରୁ ବିଚାର କଲେ ଗାଳ୍ପିକଙ୍କ ଶୈଳୀ କ୍ଷେତ୍ରୀୟ ନିମ୍ନୋକ୍ତ କେତେକ ସ୍ୱାତନ୍ତ୍ର]୍ୟ ପାଠକ ଖୋଜି ପାଇପାରିବ, ଯାହା ସମକାଳର ଅନ୍ୟାନ୍ୟ ଗାଳ୍ପିକଙ୍କଠାରୁ ତାଙ୍କୁ ସ୍ୱତନ୍ତ୍ର କରି ଚିହ୍ନାଏ । ଯଥା-

୧- ଶବ୍ଦ ଚୟନ ଓ ରୋପଣରେ ଅଭିନବତ୍ୱ ।

୨- କବିତା ସୁଲଭ ଆଙ୍ଗିକ ଗ୍ରହଣ ।

୩- ବାକ୍ୟରେ ଲୟ ସୃଷ୍ଟି ।

୪- ବିଶେଷ୍ୟ ଓ ବିଶେଷଣ ମଧ୍ୟରେ ବୈପରୀତ୍ୟ ଭାବ ।

୫- ବାକ୍ୟଗଠନଗତ ଜଟିଳତା ।

୬- ସମ୍ମୁଖୀକରଣ ଅନ୍ତର୍ଗତ ଉପଦାନଗୁଡ଼ିକର ସଠିକ ପ୍ରୟୋଗ ।

୭- ଗଳ୍ପର ପ୍ରାରମ୍ଭ ଓ ପରିସମାପ୍ତିରେ ବିବିଧତା ।

୮- ସଂସ୍କୃତ ଓ ଆଂଚଳିକ ଶବ୍ଦାବଳୀର ବର୍ଣ୍ଣାଢ଼୍ୟ ପ୍ରୟୋଗ ।

Book information

ISBN: 9781645603139
Publisher: Black Eagle Books
Imprint: Black Eagle Books
Pub date:
Language: Oriya
Number of pages: 440
Weight: 553g
Height: 216mm
Width: 140mm
Spine width: 25mm